LPG ଗ୍ୟାସ ଉପଭକ୍ତା ଙ୍କୁ ବଡ ଝଟକା

ମୁନିଗୁଡା:(ରମାକାନ୍ତ ପୋଡାଲ )LPG ଗ୍ୟାସ ଉପଭୋକ୍ତା ଙ୍କୁ ଆଗ କରି ପଛ ରେ କୁରାଡି ମାରୁଛନ୍ତି କେନ୍ଦ୍ର ସରକାର , ସରକାର ଙ୍କ ଉଜାଳା ଯୋଜନା ର ହିତାଦିକାରି ଙ୍କୁ ମିଲୁଛି ମାଗଣା ରେ ରେ ଚୁଲି ସହ ସିଲିଣ୍ଡର ,ଯାଚି…

ହରଭଙ୍ଗା ବ୍ଲକ୍ ସ୍ତରୀୟ ସଂସାଧନ କର୍ମୀଙ୍କ ଦୁଇ ଦିନିଆ ପ୍ରଶିକ୍ଷଣ ଶିବିର ଉଦଜ୍ଜାପିତ

ହରଭଙ୍ଗା: ୧୩/୦୯ (ଚିତ୍ତରଞ୍ଜନ ସିଂହ ) ହରଭଙ୍ଗା ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ଜିଲ୍ଲା ସୂଚନା ଓ ଲୋକସଂପର୍କ ବିଭାଗ ଓଡ଼ିଶା ସରକାର ଙ୍କ ଦୁଇ ଦିନିଆ ପ୍ରଶିକ୍ଷଣ ଶିବିର ଆଜି…

ବେଲଗୁଣ୍ଠା ବ୍ଲକ୍ ର ସମସ୍ତ ବିଦ୍ୟାଳୟରେ ପାଠପଢ଼ା ଠପ୍

ବିଦ୍ୟାଳୟ ଛାଡ଼ି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଲେ ପ୍ରାଥମିକ ଶିକ୍ଷକ ବେଲଗୁଣ୍ଠା:୧୩/୦୯ (ସୁଶାନ୍ତ କୁମାର ବେହେରା )ନିଜର ତିନି ଦଫା ଦାବି ପୂରଣ ପାଇଁ ପ୍ରାଥମିକ ଶିକ୍ଷକମାନେ ବାରମ୍ବାର ସରକାରଙ୍କୁ ଅନୁରୋଧ କରି ବିଫଳ ହେବା ପରେ…

ଉଚ୍ଚଳା ଠାରେ ଚାଷୀ ଓ ବ୍ୟବସାୟୀଙ୍କ ଏକ ଦିବସୀୟ ପ୍ରଶିକ୍ଷଣ ଶିବିର

ଧର୍ମଗଡ଼: ତା ୧୩/୦୯ କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକ ଉଚ୍ଚଳା ଇନାମ ମଣ୍ଡି ଠାରେ ଚାଷୀ ଓ ବ୍ୟବସାୟିଙ୍କ ଏକ ଦିବସୀୟ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି l ବ୍ଲକ ଅଞ୍ଚଲା ଧୀନ ଧାନ ବ୍ୟତୀତ୍ୱ ଅନ୍ୟ କୃଷି ଜାତ ଦ୍ରବ୍ୟ…

ହରଭଙ୍ଗା : ତିନି ଦଫା ଦାବି ନେଇ ପ୍ରାଥମିକ ଶିକ୍ଷକ ଙ୍କ ସମୁହ ଛୁଟିରେ:ବିଦ୍ୟାଳୟ ବନ୍ଦ ପାଠପଢା ଠପ୍

ହରଭଙ୍ଗା :୧୩ /୯(ଚିତ୍ତରଞ୍ଜନ ସିଂହ)ରାଜ୍ୟ ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡେରେସନ ଆହ୍ବାନ ରେ ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ରେ କାର୍ଯ୍ୟରତ ସମସ୍ତ ବର୍ଗର ଶିକ୍ଷକ ଓ ଶିକ୍ଷୟିତ୍ରୀମାନେ ବୁଧବାର ଠାରୁ ତିନି ଦଫା ଦାବି ନେଇ ସମୁହ ଛୁଟି…

ସମସ୍ତଙ୍କ ଦେହରେ ରକ୍ତ,ସମସ୍ତଙ୍କ ପାଇଁ ରେଡକ୍ରସ,କଳାହାଣ୍ଡି ଜିଲ୍ଲା ଯୁବ ରେଡକ୍ରସର କାର୍ଯ୍ୟକାରିଣୀ ବୈଠକ

କଳାହାଣ୍ଡି :କଳାହାଣ୍ଡି ଜିଲ୍ଲା ଯୁବରେଡକ୍ରସର କାର୍ଯ୍ୟକାରିଣୀ ବୈଠକ ଚଳିତ ବର୍ଷ ପାଇଁ ଅନୁଷ୍ଠିତ ହୋଇଯାଇଛି। କଳାହାଣ୍ଡି ବିଶ୍ବବିଦ୍ୟାଳୟର ଯୁବ ସଂସ୍କାର ପ୍ରେକ୍ଷାଳୟଠାରେ କୁଳପତି କର୍ଣ୍ଣେଲ ସଂଜୟ କୁମାର ଶତପଥୀଙ୍କ ସଭାପତିତ୍ୱରେ ଆୟୋଜିତ ଏହି ବୈଠକରେ ଜିଲ୍ଲାର ବିଭିନ୍ନ ମହାବିଦ୍ୟାଳୟ ଓ ଉଚ୍ଚ…

୧୭ ଦିନରେ ପହଞ୍ଚିଲା “ଧର୍ମଗଡକୁ ଜିଲ୍ଲା ଦାବୀ” ସମର୍ଥନ ରେ ବସିଲେ ଅଲ୍ ଓଡିଶା ସିଡୁଲ କାଷ୍ଠ ଫେଡରେସନ

୧୭ ତମ ଦିବସର ରେ ପହଞ୍ଚିଲା ଧର୍ମଗତ ଉପଖଣ୍ତ କୁ ଜିଲ୍ଲା ମାନ୍ୟତା ଧର୍ମଗଡ଼: ୧୩/୯(ହେମନ୍ତ କୁମାର ମାଝୀ)ଧର୍ମଗଡ ଉପଖଣ୍ଡ କୁ ଜିଲ୍ଲା ମାନ୍ୟତା ପ୍ରଦାନ ଦାବିରେ ଧର୍ମଗଡ ଜିଲ୍ଲା ଗଠନ ଦାବି ନେଇ ଅଲ୍ ଓଡିଶା ସିଡୁଲ କାଷ୍ଠ ଫେଡରେସନ…

ମୋ ମାଟି ମୋ ଦେଶ କାର୍ଯ୍ୟକ୍ରମ ଅନୁଷ୍ଠିତ

ବୌଦ୍ଧ: ୧୩/୦୯ ( ଚିତ୍ତରଞ୍ଜନ ସିଂହ ): ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ହରଭଙ୍ଗା ପଞ୍ଚାୟତ ଅନ୍ତର୍ଗତ ସୁରୁଣ୍ଡି ଗ୍ରାମରେ “ମୋ ମାଟି ମୋ ଦେଶ “କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି. ଭାରତର ଯଶସ୍ବୀ ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରନ୍ଦ୍ର ଭାଇ ଦାମୋଦର ଦାସ…

ସୀମା ଟପିଲା ଅବକାରୀ ବିଭାଗ ଜୁଲୁମ

ହରଭଙ୍ଗା:୧୨/୦୯ ((ଚିତ୍ତରଞ୍ଜନ ସିଂହ)ସୀମା ଟପିଲା ଅବକାରୀ ବିଭାଗ ଜୁଲୁମ । ନିର୍ଜନ ସ୍ଥାନରେ ତନଖି ବେଳେ ଶିକ୍ଷଯାତ୍ରୀଙ୍କୁ ମାଡ଼ ମାରିବା ସହ ଅସଦାଚରଣ କରି ଉଠାଇ ନେଲା ଅବକାରୀ ବିଭାଗ । ସୂଚନା ଅନୁଯାୟୀ ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ଅନ୍ତର୍ଗତ…