ଟିଟିଲାଗଡରେ ସ୍ୱର୍ଗତ କବି ମଧୁସୂଦନ ମହାନନ୍ଦଙ୍କ ବିୟୋଗରେ ଶୋକସଭା ଅନୁଷ୍ଠିତ

ଟିଟିଲାଗଡ :(ସଞ୍ଜୟ କୁମାର ନାୟକ)ଅଞ୍ଚଳର ଜଣାଶୁଣା ଜଣେ ପ୍ରଖ୍ୟାତ କୋଷଲି କବି ମଧୁସୂଦନ ମହାନନ୍ଦଙ୍କ ଗତ ୯ ତାରିଖରେ ହୃଦଘାତ ଜନିତ ଯନ୍ତ୍ରଣା ଅନୁଭବ କରିବାରୁ ପ୍ରଥମେ ଟିଟିଲାଗଡ ସରକାରୀ ଡାକ୍ତରଖାନାକୁ ଆଣି ପ୍ରାରମ୍ଭିକ ଚିକିତ୍ସା କରାଇଥିଲେ,ଡାକ୍ତର ତାଙ୍କୁ ବାହାରକୁ ରେଫର…

ଟ୍ରେନରେ ମହିଳାଙ୍କୁ ଦୁର୍ବ୍ୟବହାର – ସ୍ବାମୀ ନିଜର ଓ ସ୍ତ୍ରୀ କୁ ବଞ୍ଚାଇବା ପାଇଁ ଦୁଇ ଯୁବକଙ୍କୁ କଲେ ବ୍ଲେଡରେ ଆକ୍ରମଣ

ଟିଟିଲାଗଡ :(ସଞ୍ଜୟ କୁମାର ନାୟକ)ଟ୍ରେନରେ ଲୋକ ନିଜକୁ ସୁରକ୍ଷିତ ଭାବି ଦେଶର ବିଭିନ୍ନ ସ୍ଥାନକୁ ଯାତାୟାତ କରିଥାନ୍ତି। ରେଳ ସେବା ଏକ ସୁରକ୍ଷିତ ସେବା ବୋଲି ବହୁତ ଲୋକ ଏହି ରେଳରେ ଯାତ୍ରା କରିଥାନ୍ତି। କିନ୍ତୁ ଯଦି ଭାଗ୍ୟ ଖରାପ ଥାଏ…

ସମସ୍ତ ସ୍କୁଲ ରେ ଝୁଲିଲା ତାଲା , ଦ୍ଵିତୀୟ ଦିନରେ ସ୍କୁଲ ଶିକ୍ଷକ ଙ୍କ ଗଣଧାରଣା, ବିପର୍ଯ୍ଯସ୍ତ ଶିକ୍ଷା ବ୍ୟବସ୍ଥା

ଭବାନୀପାଟଣା:(ଅର୍ଜୁନ ପଟ୍ଟନାୟକ)ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡେରେସନ, ଓଡିଶା ଙ୍କ ଆହ୍ଵାନ କ୍ରମେ ସାରା ରାଜ୍ୟରେ ଶିକ୍ଷକ ଙ୍କ “ସମୁହଛୁଟି” ଆନ୍ଦୋଳନ ଦ୍ଵିତୀୟ ଦିନରେ ପହଞ୍ଚିଛି।କଳାହାଣ୍ଡି ଜିଲ୍ଲା ରେ ମଧ୍ଯ ୧୨୯୬ ବିଦ୍ୟାଳୟ ରେ ଗତ ୧୩.୯.୨୦୨୩ ତାରିଖ ଠାରୁ ତାଲାବନ୍ଦ…

ସ୍ୱାମୀ ବିବେକାନନ୍ଦ ପବ୍ଲିକ ସ୍କୁଲ ରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ

କଳାହାଣ୍ଡି:(ନରେନ୍ଦ୍ର ନେଗୀ)ସ୍ଥାନୀୟ ସ୍ୱାମୀ ବିବେକାନନ୍ଦ ପବ୍ଲିକ ସ୍କୁଲ ଠାରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ ହୋଇଯାଇଛି | ୧୯୪୯  ମସିହା ସେପ୍ଟେମ୍ବର ୧୪  ତାରିଖ ଦିନ ହିନ୍ଦୀ ଭାଷା କୁ ରାଷ୍ଟ୍ରୀୟ ଭାଷାର ମାନ୍ୟତା ମିଳିଥିଲା ଓ ହିନ୍ଦୀ ଭାଷା ଭାରତ…

ଆଇନସେବା ପ୍ରାଧିକରଣ ରୟଗଡା ଦ୍ବାରା ରାୟଗଡା କୋଟ ପରିସରରେ ଆଇନ ସଚେତନତା ଶିବିର

ରାୟଗଡା :(ରମାକାନ୍ତ ପୋଡାଲ)ସକାଳ ଘ.୯.୩୦ମି ରେ ସ୍ଥାନୀୟ ଜିଲ୍ଳା ଅଦାଲତ ର ଭିଡିଓ କନଫରେନ୍ସ ହଲ୍ ପରିସରରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ,ରାୟଗଡା ତରଫରୁ କର୍ମକ୍ଷେତ୍ରରେ ମହିଳାମାନଙ୍କର ଯୌନ ନିର୍ଯ୍ୟାତନ ସୁରକ୍ଷା ଆଇନ ଉପରେ ଏକ ଆଇନ ସଚେତନତା ଶିବିର ଅନୁଷ୍ଟିତ…

କଳାହାଣ୍ଡି ବିଶ୍ଵବିଦ୍ୟାଳୟ ରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ

କଳାହାଣ୍ଡି:(ନରେନ୍ଦ୍ର ନେଗୀ)କଳାହାଣ୍ଡି ବିଶ୍ଵବିଦ୍ୟାଳୟରେ ଗୁରୁବାର ମହାସମାରୋହରେ ହିନ୍ଦୀ ଦିବସ ପାଳିତ ହୋଇ ଯାଇଛି। ଏହି ଉପଲକ୍ଷେ ଏକ ହିନ୍ଦୀ କବିତା ଆସର ଅନୁଷ୍ଠିତ ହୋଇଥିଲା। ପ୍ରାରମ୍ଭରେ କୁଳପତି ପ୍ରଫେସର ସଞ୍ଜୟ କୁମାର ଶତପଥୀ ନିମନ୍ତ୍ରିତ ଅତିଥି ଓ କବି ମାନଙ୍କୁ ସ୍ବାଗତ…