ହରଭଙ୍ଗା ରେ ଜିଲ୍ଲାପାଳ ଙ୍କ ଜନଅଭିଯୋଗ ଯୁଗ୍ମ ଶୁଣାଣି
ବୌଦ୍ଧ:(ଚିତ୍ତରଞ୍ଜନ ସିଂହ )ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ୍ ର ବ୍ଲକ୍ କାର୍ଯ୍ୟାଳୟ ପରିସରରେ ସୋମବାର ଦିନ ଜିଲ୍ଲାପାଳ ଓ ଆରକ୍ଷୀଅଧିକ୍ଷକ ଙ୍କ ମିଳିତ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଟିତ ହୋଇ ଯାଇଛି ଅଭିଯୋଗ ଶିବିର ରେ ଜିଲ୍ଲାପାଲ ନୃସିଂହ ଚରଣ ସ୍ବାଇଁ…