ସ୍ଥଳଭାଗ ଅଭିମୁଖେ ‘ଦାନା’ ଅଗ୍ରସର, ଭିତରକନିକା – ଧାମରା ମଧ୍ୟରେ କରିବ ଲ୍ୟାଣ୍ଡଫଲ

ଭୁବନେଶ୍ବର: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ସାଗରରେ ସାମୁଦ୍ରିକ ବାତ୍ୟା ‘ଦାନା’ ସୃଷ୍ଟି ହୋଇଛି।  ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦେଶିକା ମନୋରମା ମହାନ୍ତି କହିଛନ୍ତି, ବର୍ତ୍ତମାନ ଏହା ପାରାଦୀପଠାରୁ ୪୬୦ କିଲୋମିଟର ଦକ୍ଷିଣ-ପୂର୍ବରେ ଏବଂ ଧାମରାଠାରୁ ୪୯୦…