ସ୍ବେଚ୍ଛାକୃତ ଅବସର ନେଲେ ଭିକେ ପାଣ୍ଡିଆନ୍‌,ଆବେଦନକୁ ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ବର: ବରିଷ୍ଠ ଆଇଏଏସ୍‌ ଅଧିକାରୀ ଭି କାର୍ତ୍ତିକେୟ ପାଣ୍ଡିଆନ୍‌  ସରକାରୀ ଚାକିରିରୁ ସ୍ବେଚ୍ଛାକୃତ ଅବସର ନେବା ଖବର ଆଜି ରାଜ୍ୟ ରାଜନୀତିରେ ହଲଚଲ ସୃଷ୍ଟି କରିଛି।କେନ୍ଦ୍ର କାର୍ମିକ ମନ୍ତ୍ରାଳୟ ତାଙ୍କ ସ୍ୱେଚ୍ଛାକୃତ ଅବସରକୁ ମଞ୍ଜୁର କରିଛି । ସର୍ବଭାରତୀୟ ସେବା ଆଇନ…