ଧର୍ମେନ୍ଦ୍ର ପ୍ରଧାନଙ୍କର ପୌରାହିତ୍ୟରେ ସିଲଭର ଗାନ୍ଧୀଙ୍କର ପଦଯାତ୍ରା ଉଦଯାପିତ

ନୂଆଦିଲ୍ଲୀ ତା୧୮/୦୮ରିଖ ସ୍ୱଚ୍ଛ ଭାରତ ଅଭିଯାନର ବ୍ରାଣ୍ଡ ଆମ୍ବାସାଡ଼ର ସିଲଭର ଗାନ୍ଧୀ ଭାବରେ ପ୍ରସିଦ୍ଧ ମୋହନ ମହାପାତ୍ର ନିକଟରେ ଗାନ୍ଧୀନଗର ଠାରୁ ନୂଆଦିଲ୍ଲୀ ପର୍ଯ୍ୟନ୍ତ ତାଙ୍କର ୩୦ ଦିନିଆ ପଦଯାତ୍ରା ସମାପନ କରିଛନ୍ତି।ସ୍ୱଚ୍ଛ ଭାରତ ଗଠନ, ମା ପାଇଁ ଗଛ ଟିଏ…

ଡଃ ନରୋତ୍ତମ ଦାସଙ୍କର ମୁଖ୍ୟ ଚିକିତ୍ସା ଅଧୀକ୍ଷକ ଭାବେ ପଦୋନ୍ନତି

ନୂଆଦିଲ୍ଲୀ, ତା ୦୪.୦୮. ରିଖ ; ନୂଆଦିଲ୍ଲୀ ଠାରେ ଅବସ୍ଥାପିତ ବିଶିଷ୍ଟ ଓଡ଼ିଆ ଚିକିତ୍ସକ ଡଃ ନରୋତ୍ତମ ଦାସ ମୁଖ୍ୟ ଚିକିତ୍ସା ଅଧୀକ୍ଷକ ଭାବେ ପଦୋନ୍ନତି ପାଇଛନ୍ତି। ଶ୍ରୀ ଦାସ ପୂର୍ବ ଦିଲ୍ଲୀସ୍ଥିତ ସ୍ବାମୀ ଦୟାନନ୍ଦ ସରକାରୀ ଡାକ୍ତରଖାନାରେ ତାଙ୍କର ନୂତନ…

କୁଳମଣି ବିଶ୍ଵାଳଙ୍କର ଏକକ ଚିତ୍ରକଳା ପ୍ରଦର୍ଶନୀ “ପ୍ରତିବିମ୍ବ” ଉଦଘାଟିତ

ନୂଆଦିଲ୍ଲୀ ତା ୦୨.୦୮.୨୦୨୪ ରିଖ ଏଠାକାର ହାବିଟାଟ୍ ସେଣ୍ଟର ସ୍ଥିତ ଓପନ ପାମ କୋର୍ଟ ଗ୍ୟାଲେରୀ ଠାରେ ବରିଷ୍ଠ ପ୍ରଶାସକ କୁଳମଣି ବିଶ୍ଵାଳଙ୍କ ଦ୍ଵାରା ଆୟୋଜିତ “ପ୍ରତିମ୍ବିବ” ଶୀର୍ଷକ ଚିତ୍ର ପ୍ରଦର୍ଶନୀ ଗୁରୁବାର ଦିନ ଉଦଘାଟିତ ହୋଇଯାଇଛି। ଅଗଷ୍ଟ ୧ ତାରିଖରୁ…

ବିଶ୍ୱଭୂଷଣ ହରିଚନ୍ଦନଙ୍କୁ ରାୟପୁରଠାରେ ବିଦାୟ ସମ୍ବର୍ଦ୍ଧନା

ରାୟପୁର ତା ୩୦/୦୭ ରିଖ ଛତିଶଗଡ଼ର ବିଦାୟୀ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନଙ୍କୁ ଆଜି ରାୟପୁର ଠାରେ ଭବ୍ୟ ବିଦାୟ କାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିବା ଜଣାଯାଇଛି।ଏହି ଉପଲକ୍ଷେ ରାୟପୁର ବିମାନ ବନ୍ଦରର ମାନାସ୍ଥିତ ରାଜ୍ୟ ହ୍ୟାଙ୍ଗର ଠାରେ ଶ୍ରୀ ହରିଚନ୍ଦନଙ୍କର ସମାନାର୍ଥେ…

ବିଶାଖାପାଟଣା ଜଗନ୍ନାଥ ମନ୍ଦିରରେ ବାହୁଡା଼ ଯାତ୍ରା ସମ୍ପନ୍ନ

ବିଶାଖାପାଟଣା:ତା ୧୫. ୦୭.୨୦୨୪ ରିଖ, ବିଶାଖାପାଟଣାଠାରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କର ପବିତ୍ର ବାହୁଡା଼ ଯାତ୍ରା ପ୍ରବଳ ଆନନ୍ଦ, ଉତ୍ସାହ, ଉଲ୍ଲାସ ଓ ଉଦ୍ଦୀପନା ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଲସନସ ବେ କଲୋନୀସ୍ଥିତ ଶ୍ରୀ ଗୁଣ୍ଡିଚା ମନ୍ଦିରର ଆଡ଼ପ ମଣ୍ଡପ…

ଦିଲ୍ଲୀର ହାଉଜଖାସ ଜଗନ୍ନାଥ ମନ୍ଦିରରେ ବାହୁଡା଼ ଯାତ୍ରା ସମ୍ପନ୍ନ

ନୂଆଦିଲ୍ଲୀ, ତା ୧୫.୦୭. ୨୪ରିଖ ନୂଆଦିଲ୍ଲୀର ହାଉଜଖାସସ୍ଥିତ ଜାତୀୟ ରାଜଧାନୀ କ୍ଷେତ୍ରର ପ୍ରମୁଖ ଜଗନ୍ନାଥ ମନ୍ଦିରଠାରେ ୪୬ତମ ପବିତ୍ର ବାହୁଡା଼ ଯାତ୍ରା ପର୍ବ ଆଧ୍ୟାତ୍ମିକ ଉତ୍ସ୍ୱାସ ଓ ଭକ୍ତିପୂତ ପରିବେଶ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। ଏହି ମହୋତ୍ସବ ଉପଲକ୍ଷେ ବଢ଼ି ଭୋରରୁ…

ରାୟପୁର ଜଗନ୍ନାଥ ମନ୍ଦିରରେ ମହାସମାରୋହରେ ବାହୁଡ଼ା ଯାତ୍ରାସମ୍ପନ୍ନ

ରାୟପୁର ତା ୧୫.୦୭. ୨୪ରିଖ, ରାୟପୁରର ଗାୟତ୍ରୀ ନଗରରେ ଥିବା ଛତିଶଗଡ଼ର ସର୍ବବୃହତ ଜଗନ୍ନାଥ ମନ୍ଦିରଠାରେ ପବିତ୍ର ବାହୁଡ଼ା ଯାତ୍ରା ପ୍ରବଳ ଆନନ୍ଦ, ଉତ୍ସାହ, ଉଲ୍ଲାସ ଓ ଉଦ୍ଦୀପନା ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଚତୁର୍ଦ୍ଧାମୂର୍ତ୍ତି ବିରାଜମାନ କରୁଥିବା ମନ୍ଦିରର…

ନଭି ମୁମ୍ବାଇର ଖାରଘର ଜଗନ୍ନାଥ ମନ୍ଦିରରେ ବାହୁଡ଼ା ଯାତ୍ରା

ନଭି ମୁମ୍ବାଇ: ୧୫/୦୭/୨୦୨୪ରିଖ ନଭି ମୁମ୍ବାଇର ଖାରଘରଠାରେ ଅବସ୍ଥିତ ଏକମାତ୍ର ଜଗନ୍ନାଥ ମନ୍ଦିରରେ ମହାସମାରୋହରେ ପବିତ୍ର ବାହୁଡ଼ା ଯାତ୍ରା ପାଳନ କରାଯାଇଥିବା ଜଣାଯାଇଛି। ମହାରାଷ୍ଟ୍ର ଓଡ଼ିଆ କଲ୍ୟାଣ ସଂଘ (ମୋୱା)ଦ୍ୱାରା ଆୟୋଜିତ ଏହି ଭବ୍ୟ ଉତ୍ସବ ଉପଲକ୍ଷେ ବଢିଭୋରରୁ ହରିହର ପୀଠ…

ୱାର୍ଲଡ଼ ଓଡ଼ିଶା ସୋସାଇଟି ତରଫରୁ ସାଂସଦମାନଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ନୂଆଦିଲ୍ଲୀ : ୨୭/୦୬ରିଖ ୱାର୍ଲଡ଼ ଓଡ଼ିଶା ସୋସାଇଟି(ୱା.ଓ.ସୋ) ତରଫରୁ ନିକଟରେ ନିର୍ବାଚିତ ସାଂସଦମାନଙ୍କୁ ଭବ୍ୟ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିବା ଜଣାଯାଇଛି।ଏଠାରେ ଥିବା କସ୍ତୁରବା ଗାନ୍ଧୀ ମାର୍ଗ ସ୍ଥିତ ସିଭିଲ ସର୍ଭିସ ଅଫିସରସ ଇନଷ୍ଟିଚ୍ୟୁଟଠାରେ ଆୟୋଜିତ ସମ୍ବର୍ଦ୍ଧନା ସମାରୋହରେ ଶତାଧିକ ୱା.ଓ.ସୋର ସଦସ୍ୟ,…

ଓଡ଼ିଶାବାସୀଙ୍କୁ ବିଜେପି ନେତା ପୁରନ୍ଦର ମିଶ୍ରଙ୍କର ଧନ୍ୟବାଦ ପ୍ରଦାନ

ରାୟପୁର/ଭୁବନେଶ୍ୱର ତା ୬/୦୬ ଛତିଶଗଡ଼ ରାଜ୍ୟ ଭାରତୀୟ ଜନତା ପାର୍ଟି ପକ୍ଷରୁ ଓଡ଼ିଶା ନିର୍ବାଚନ ପାଇଁ ନିଯୁକ୍ତ ସହ-ପ୍ରଭାରୀ ତଥା ରାୟପୁର ନଗର ଉତ୍ତରର ବିଧାୟକ ପୁରନ୍ଦର ମିଶ୍ର ଏକ ବିବୃତିରେ ଉଭୟ ଲୋକସଭା ଓ ବିଧାନସଭା ନିର୍ବାଚନରେ ବିଜେପିକୁ ବିପୁଳ…