ସୁବର୍ଣ୍ଣ ଲୋକ ମହୋତ୍ସବ ସାଂସ୍କୃତିକ କମିଟି ବୈଠକ
ସୁବର୍ଣ୍ଣପୁର : (ଅଜିତ କୁମାର ପୁଜାହାରୀ)ସୁବର୍ଣ୍ଣପୁର ଜିଲ୍ଲା ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର କୁମାର ମାଝୀଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏକ ବୈଠକ ରେ ଜିଲ୍ଲା ସଂସ୍କୃତି ପରିଷଦ ସଭ୍ୟ,ରାମଧୂନ କ୍ଲବ, ବାପୁଜୀ କ୍ଲବ, ବ୍ଲକଛକ ଦୁର୍ଗାପୂଜା କମିଟି, ସ୍ଵଚ୍ଛଭାରତ ସଙ୍ଗଠନ, ପ୍ରାଇଭେଟ୍ ବସ୍…