ସୁରେନ୍ଦ୍ରସାଏ ଦିବ୍ୟ ଦୃଷ୍ଟି ଯୋଜନା
ବୌଦ୍ଧ(ଚିତ୍ତରଞ୍ଜନ ସିଂହ)ମଙ୍ଗଳବାର ଦିନ ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ଚାରିଛକ ସ୍ଥିତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ଠାରେ ସୁରେନ୍ଦ୍ରସାଏ ଦିବ୍ୟଦୃଷ୍ଟି ଯୋଜନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି।ଉକ୍ତ କାର୍ଯ୍ୟକ୍ରମ ରେ ବାଣିଭୂଷଣପୁର, ଆଡ଼େନିଗଡ଼, ଓ ତଳଗାଁ କ୍ଲଷ୍ଟର ଅଧୀନ ୨୨ ଗୋଟି…