ବିଶ୍ୱ ପ୍ରସିଦ୍ଧ ଛତର ଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ,ମାନସିକଧାରୀଙ୍କ ବଳିରେ ରକ୍ତ ରଞ୍ଜିତ ହେଲା ରାଜ ପଥ
କଳାହାଣ୍ଡି:(ନରେନ୍ଦ୍ର ନେଗୀ)କଳାହାଣ୍ଡିର ଇଷ୍ଟଦେବୀ ମା ମାଣିକେଶ୍ବରୀଙ୍କ ବିଶ୍ବ ପ୍ରସିଦ୍ଧ ଛତର ଯାତ୍ରା ରବିବାର ମହା ସମାରୋହରେ ଅନୁଷ୍ଠିତ ହୋଇଯାଇଛି l ଏହି ଛତର ଯାତ୍ରାରେ ଚଳିତ ବର୍ଷ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଥିଲା l ମାନସିକଧାରୀଙ୍କ ଛାଗ ଓ କୁକୁଡ଼ା ବଳିରେ…