ଆଗାମୀ ସାଧାରଣ ନିର୍ବାଚନ ପୂର୍ବରୁ ପାଣ୍ଡିଆନ ଓଡ଼ିଶାର ମୁଖ୍ୟମନ୍ତ୍ରୀ ହୋଇପାରନ୍ତି :-ସାଂସଦ ସପ୍ତଗିରି ଉଲାକା
ଭୁବନେଶ୍ବର :ବରିଷ୍ଠ ଆଇଏଏସ୍ ଅଧିକାରୀ ଭି କାର୍ତ୍ତିକେୟ ପାଣ୍ଡିଆନ୍ ସରକାରୀ ଚାକିରିରୁ ସ୍ବେଚ୍ଛାକୃତ ଅବସର ନେବା ଖବର ରାଜ୍ୟ ରାଜନୀତିରେ ହଲଚଲ ସୃଷ୍ଟି କରିଛି।କେନ୍ଦ୍ର କାର୍ମିକ ମନ୍ତ୍ରାଳୟ ତାଙ୍କ ସ୍ୱେଚ୍ଛାକୃତ ଅବସରକୁ ମଞ୍ଜୁର କରିଛି ।ସର୍ବଭାରତୀୟ ସେବା ଆଇନ ୧୬(୨କ) ଅନୁସାରେ…