ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର
ସୁବର୍ଣ୍ଣପୁର: ( ଅଜିତ କୁମାର ପୁଜାହାରୀ) ସୁବର୍ଣ୍ଣପୁର ଜିଲ୍ଲାପାଳ ଶ୍ରୀଯୁକ୍ତ ବିମଳେନ୍ଦୁ ରାୟ ଙ୍କ ଅଧ୍ୟକ୍ଷତାରେ ବ୍ଲକ୍ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ବୀରମହାରାଜପୁର ବ୍ଲକ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାପାଳ ଶ୍ରୀଯୁକ୍ତ ଵିମଳେନ୍ଦୁ ରାୟ ଓ…