ବୌଦ୍ଧରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ

ହରଭଙ୍ଗା : (ଚିତ୍ତରଞ୍ଜନସିଂ)ବୌଦ୍ଧର ନୂତନ ଜିଲ୍ଲାପାଳ ଭାବେ ଭାରତୀୟ ପ୍ରଶାସନିକ ସେବାର ଅଧିକାରୀ ଜେ. ସୋନାଲ ଦାୟିତ୍ୱ ଗ୍ରହଣ କରିଛନ୍ତି । ବିଦାୟୀ ଜିଲ୍ଲାପାଳ ନୃସିିଂହ ଚରଣ ସ୍ୱାଇଁଙ୍କ ଠାରୁ ଦାୟିତ୍ୱ ଗ୍ରହଣ ପରେ ଶ୍ରୀ ସୋନାଲ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ବିଭିନ୍ନ୍‌…

ଟିଟିଲାଗଡରେ ନୂତନ ଥାନାଧିକାରି ଭାବେ ଯୋଗ ଦେଲେ ଅବନି ସାହୁ

ଟିଟିଲାଗଡ: ( ସଞ୍ଜୟ କୁମାର ନାୟକ)ବୁଧୁବାର ସଂଧ୍ୟାରେ ଟିଟିଲାଗଡ଼ର ନୂତନ ଥାନାଧିକାରୀ ଭାବେ ଶ୍ରୀଯୁକ୍ତ ଅବନି ସାହୁ କାର୍ଯ୍ୟରେ ଯୋଗ ଦେଇଛନ୍ତି। ଏହା ପୁର୍ବରୁ ସେ ସଇଁତଳା ଥାନା ଅଧିକାରୀ ଭାବେ କାର୍ଯ୍ୟ କରୁଥିଲେ, ପ୍ରକାଶ ଯୋଗ୍ୟ ଯେ ଶ୍ରୀ ସାହୁ…

କୁରସୁଡ଼ ଉଚ୍ଚ ବିଦ୍ୟାଳୟ ଠାରେ ବାର୍ଷିକ ଉତ୍ସବ ଅନୁଷ୍ଠିତ

ଟିଟିଲାଗଡ଼: ( ସଞ୍ଜୟ କୁମାର ନାୟକ)ବଲାଙ୍ଗିର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ଼ ବ୍ଲକ ଅନ୍ତର୍ଗତ କୁରସୁଡ ଗ୍ରାମର ଶ୍ରୀଜଗନ୍ନାଥ ନୋଡାଲ ଉଚ୍ଚ ବିଦ୍ୟାଳୟର ୪୨ ତମ ବାର୍ଷିକ ମହୋତ୍ସବ ପାଳିତ ହୋଇଯାଇଛି। ଉକ୍ତ ଉତ୍ସବରେ ସ୍ଥାନିୟ ଗ୍ରାମ ପଞ୍ଚାୟତର ସରପଞ୍ଚ ପ୍ରତିନିଧି ଶ୍ରୀଯୁକ୍ତ…

ଶଗଡ଼ଘାଟ ଉନ୍ନିତ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା

ଟିଟିଲାଗଡ଼: (ସଞ୍ଜୟ କୁମାର ନାୟକ)ଟିଟିଲାଗଡ ନିକଟସ୍ଥ ଶଗଡ଼ଘାଟ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଅମରେନ୍ଦ୍ର ହୋତା ଅବସର ଗ୍ରହଣ କରିଛନ୍ତି। ସେ ପ୍ରଧାନ ଶିକ୍ଷକ ଭାବରେ ସେପ୍ଟେମ୍ବର ୨୦୨୨ ମସିହାରେ କାର୍ଯ୍ୟଭାର ଗ୍ରହଣ କରିଥିଲେ। ଦୀର୍ଘ ୩୦ ବର୍ଷ…