ବିଜେଡିରୁ ଇସ୍ତଫା ଦେଲେ ସମ୍ବଲପୁରର ପୂର୍ବତନ ବିଧାୟିକା ଡାକ୍ତର ରାସେଶ୍ବରୀ ପାଣିଗ୍ରାହୀ
ଭୁବନେଶ୍ୱର: ବିଜେଡିରୁ ଇସ୍ତଫା ଦେଇଛନ୍ତି ସମ୍ବଲପୁରର ପୂର୍ବତନ ବିଧାୟିକା ଡକ୍ଟର ରାସେଶ୍ୱରୀ ପାଣିଗ୍ରାହୀ। ସେ ନିଜର ଇସ୍ତଫା ପତ୍ର ଦଳି ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଛନ୍ତି। ଦୀର୍ଘ ଦିନ ଧରି ସେ ବିଜେଡିରେ ଅଣଦେଖା କରାଯାଉଥିବାରୁ ଏବଂ ଚଳିତ ଥର…