ଧର୍ମଗଡ଼ ଉପଖଣ୍ଡ ଡାକ୍ତରଖାନାରେ ଡାକ୍ତର ଅଭାବରୁ ଚିକିତ୍ସା ସେବା ବାଧାପ୍ରାପ୍ତ
୩୩ଜଣ ଅନୁମୋଦିତ ଡାକ୍ତର ଜାଗାରେ ଅଛନ୍ତି ମାତ୍ର ୧୩ ଡାକ୍ତର ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବୀ କଲା ଜଗନ୍ନାଥ ସେବା ସମିତି ଧର୍ମଗଡ଼ : (ହେମନ୍ତ କୁମାର ମାଝୀ)କଳାହାଣ୍ଡି ଜିଲ୍ଲାର ଅନ୍ୟତମ ପ୍ରମୁଖ ସରକାରୀ ଚିକିତ୍ସାଳୟ ମଧ୍ୟରେ ପରିଗଣିତ ଧର୍ମଗଡ଼ ସରକାରୀ…