ଧର୍ମଗଡ ଠାରେ ୭୮ତମ ଉପଖଣ୍ଡ ସ୍ତରୀୟ ସ୍ୱାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

ଧର୍ମଗଡ଼ ତା ୩/୮/୨୪(  ହେମନ୍ତ କୁମାର ମାଝୀ)କଳାହାଣ୍ଡି ଜିଲ୍ଲା ଧର୍ମଗଡ ଠାରେ ୭୮ତମ ଉପଖଣ୍ଡ ସ୍ତରୀୟ ସ୍ବାଧିନତା ଦିବସ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଧର୍ମଗଡ ଉପଜିଲ୍ଲାପାଳ ଧିମାନ ଚକମା, ଆଇଏଏସ ଙ୍କ ଅଧ୍ୟକ୍ଷତାରେ ଧର୍ମଗଡ ବ୍ଲକ ସମ୍ମିଳନୀ କକ୍ଷରେ…

ଲଘୁ ଖଣିଜ ଉପରେ ଲାଗୁନି ରୋକ,ବଢୁଛି ବେଆଇନ ବାଲି ଡିପୋ, ଜାଣି ଅଜଣା ସାଜିଛି ବିଭାଗ

ହରଭଙ୍ଗା 🙁 ଚିତ୍ତରଞ୍ଜନ ସିଂହ ) ମହାନଦୀ ବାଲି ଉପରେ ମାଫିଆ ଙ୍କ ଲୋଲୁପ ଦୃଷ୍ଟି । ହରଭଙ୍ଗା ତହସିଲ ଅଞ୍ଚଳରେ ଚାଲିଛି ଲଘୁ ଖଣିଜ ଲୁଣ୍ଠନ । ମହାନଦୀ କୂଳେ କୂଳେ ଗଢି ଉଠୁଛି ବେଆଇନ ବାଲି ଡ଼ିପୋ ।…

କମିଶନରେଟ ପୁଲିସ ହାତରେ ଧରାପଡିଲେ ୫ ସ୍ତ୍ରୀଙ୍କ ସ୍ୱାମୀ

ଭୁବନେଶ୍ବର : ନିଜକୁ ଗୁଇନ୍ଦା ଇନ୍ସପେକ୍ଟର ବୋଲି ବାୟୋଡାଟାରେ ଦର୍ଶାଇ ଯୁବତୀମାନଙ୍କୁ ଫସାଇ ଠକି ଚାଲିଥିଲେ ଏହି ବ୍ୟକ୍ତି। ଫୋନ ଯୋଗେ ଯୁବତୀ ଓ ମହିଳାଙ୍କୁ ପ୍ରେମ ନିବେଦନ କରୁଥିଲେ। ଲାଇନରେ ଥିଲେ ଆହୁରି ୪୯ଜଣ ମହିଳା। ହେଲେ ଗୋଟିଏ ଭୁଲ…