ଉଲୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ସ୍ବଚ୍ଛତା ହିଁ ସେବା କାର୍ଯ୍ୟକ୍ରମ
ସୁବର୍ଣ୍ଣପୁର : (ଅଜିତ କୁମାର ପୁଜାହାରୀ)ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ତରଫରୁ ‘ ସ୍ବଚ୍ଛତା ହିଁ ସେବା ‘ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧୀକ୍ଷକ ଡ଼ାକ୍ତର ସମୀର ଭୋଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଆଜି ଡାକ୍ତରଖାନା…