କାଶୀପୁର ଠାରେ ଦୁଇଦିନିଆ ସୁରେନ୍ଦ୍ର ସାଇ ଦିବ୍ୟଦୃଷ୍ଟି ତାଲିମ କାର୍ଯ୍ୟକ୍ରମ

କାଶୀପୁର: ( ଅଞ୍ଜନ କୁମାର ନାଏକ)ରାୟଗଡା ଜିଲ୍ଲା କାଶୀପୁର ଗୋଷ୍ଠି ଶିକ୍ଷା ବିଭାଗ ଦ୍ଵାରା ବ୍ଲକ ଅନ୍ତର୍ଗତ ୨୮୭ ବିଦ୍ୟାଳୟ ର ଛାତ୍ରଛାତ୍ରୀ ଙ୍କୁ ଆଖି ପରୀକ୍ଷା ଓ ଉପଯୁକ୍ତ ଚିକିତ୍ସା ନିମନ୍ତେ ଦୁଇଟି ପର୍ଯ୍ୟାୟରେ ୨୦୭ ଶିକ୍ଷକ/ଶିକ୍ଷୟିତ୍ରୀ ଙ୍କୁ ଦୁଇଦିନିଆ…

ପ୍ରବାସୀ ଭାରତୀୟ ଦିବସ ସମାରୋହ ପାଇଁ ଟ୍ରାଫିକ୍ କଟକଣା

ଭୁବନେଶ୍ବର : ପ୍ରବାସୀ ଭାରତୀୟ ଦିବସ ସମାରୋହ ଆସନ୍ତାକାଲି (ଜାନୁଆରୀ ୮)ରେ ଭୁବନେଶ୍ୱରରେ ଆରମ୍ଭ ହେବ। ୧୦ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ଏହି ସମାରୋହ ନିମନ୍ତେ ଭୁବନେଶ୍ଵରର ବିଭିନ୍ନ ସ୍ଥାନ ପାଇଁ ଟ୍ରାଫିକ କଟକଣା ଜାରି ହୋଇଛି। ସୂଚନା ଅନୁଯାୟୀ,…

ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବଙ୍କ ସମ୍ପର୍କୀୟ ଝିଅ-ଜୋଇଁର ପରିଚୟ ଦେଇ ଠକୁଥିବା ହଂସିତା ଅଭିଲିପ୍ସାଙ୍କ ଘରେ ଆୟକର ବିଭାଗ ପକ୍ଷରୁ ଚଢ଼ାଉ

ଭୁବନେଶ୍ବର: ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବଙ୍କ ସମ୍ପର୍କୀୟ ଝିଅ-ଜୋଇଁର ପରିଚୟ ଦେଇ ଠକୁଥିବା ଅନିଲ ମହାନ୍ତି ଓ ହଂସିତା ଅଭିଲିପ୍ସାଙ୍କ ମଧ୍ୟରୁ ହଂସିତା ଅଭିଲିପ୍ସାଙ୍କ ଘରେ ଆଜି ଆୟକର ବିଭାଗ ପକ୍ଷରୁ ଚଢ଼ାଉ କରାଯାଉଛି। ଭୁବନେଶ୍ବର ସମେତ ୧୨ଟି ସ୍ଥାନରେ ଏକକାଳୀନ ଚଢ଼ାଉ ହେଉଥିବାର ସୂଚନା ରହିଛି। ଘର,…