ଜୁନାଗଡ଼-ନବରଙ୍ଗପୁର ନୂଆ ରେଳଲାଇନ ପ୍ରକଳ୍ପ ଚିଠାରେ ଧର୍ମଗଡ ବାଦ୍ ପଡ଼ିବା ନେଇ ଅସନ୍ତୋଷ

କ୍ରିୟାନୁଷ୍ଠାନ କମିଟି ର ଜରୁରୀ ବୈଠକ ଧର୍ମଗଡ଼; (ହେମନ୍ତ କୁମାର ମାଝୀ)ପ୍ରସ୍ତାବିତ ଜୁନାଗଡ-ନବରଙ୍ଗପୁର ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ ନିମନ୍ତେ ଅତିରିକ୍ତ ଜିଲ୍ଲାପାଳଙ୍କ ସ୍ବାକ୍ଷରଥିବା ଏକ ଚିଠିର କପି ପଦାକୁ ଆସିବା ନେଇ ଧର୍ମଗଡରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି।ଧର୍ମଗଡରେ…