ହରଭଙ୍ଗା :(ଚିତ୍ତରଞ୍ଜନ ସିଂ)ବୌଦ୍ଧ ଜିଲ୍ଲାର ନୂତନ ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା ଗତକାଲି ବୌଦ୍ଧ ଜିଲ୍ଲାର ଜିଲ୍ଲାପାଳ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି l ଆଜି ଜିଲ୍ଲାର ହରଭଙ୍ଗା ବ୍ଲକ କାର୍ଯ୍ୟାଳୟ ରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଓ ସମାଧାନ ଶିବିରରେ ପ୍ରଥମ କରି ସାମିଲ ରହିଥିବା ବେଳେ ବ୍ଲକ ପକ୍ଷରୁ ବ୍ଲକ ଅଧ୍ୟକ୍ଷl ସ୍ନେହଲତା ପ୍ରଧାନ ଓ ବିଡ଼ିଓ ଶରତ ଚନ୍ଦ୍ର ସେଠି ଜିଲ୍ଲାପାଳ ଙ୍କୁ ପୁଷ୍ପ ଗୁଚ୍ଛ ଦେଇ ସ୍ୱାଗତ ସମ୍ବର୍ଦ୍ଧନା ଦେଇଥିଲେ l