ଜିଲ୍ଲା ସ୍ତରୀୟ ମତ୍ସ୍ୟ ଓ ପ୍ରାଣିସମ୍ପଦ ମେଳା ଉଦଯାପିତ
ସୁବର୍ଣ୍ଣପୁର: (ଅଜିତ କୁମାର ପୁଜାହାରୀ)ସୁବର୍ଣ୍ଣପୁର ଜିଲ୍ଲା ସଦର ମହକୁମା ସଂସ୍କୃତି ଭବନ ପରିସରରେ ଜିଲ୍ଲା ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ବିଭାଗ ତଥା ଜିଲ୍ଲାପ୍ରଶାସନ ସୁବର୍ଣପୁର ତରଫରୁ ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ବିଭାଗ ଦ୍ବାରା ଅନୁଷ୍ଠିତ ମତ୍ସ୍ୟ ଓ ପାଣିସମ୍ପଦ…