ସରକାରୀ ଜମି ଜବରଦଖଲ ଉଚ୍ଛେଦ ପାଇଁ ତହସିଲଦାର ଙ୍କୁ ଗ୍ରାମବାସୀଙ୍କ ଦାବୀ
ହରଭଙ୍ଗା :(ଚିତ୍ତରଞ୍ଜନ ସିଂହ) ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ୍ ଅନ୍ତର୍ଗତ ହରଭଙ୍ଗା ପଂଚାୟତ ର ସୁରୁଣ୍ଡି ଗ୍ରାମବାସୀ ସରକାରୀ ଜମି ଜବରଦଖଲ ଉଚ୍ଛେଦ ପାଇଁ ତହସିଲଦାର ଙ୍କୁ ଏକ ଦାବୀ ପତ୍ର ଦେଇଥିବା ଜଣାପଡ଼ିଛି। ସୁଚନା ମତେ ୧୯୯ ମସିହା ପୁର୍ବ…