ଶ୍ରୀ ବାବା ବୈଦ୍ୟନାଥ ନୋଡାଲ ଉଚ୍ଚ ବିଦ୍ୟାଳୟର ବାର୍ଷିକ କ୍ରୀଡ଼ା ଉତ୍ସବ ଉଦ୍ଘାଟିତ
ହରଭଙ୍ଗା (ଚିତ୍ତରଞ୍ଜନ ସିଂ) ବୌଦ୍ଧ ଜିଲ୍ଲାର ସର୍ବବୃହତ ଗ୍ରାମ ସରସରା ସ୍ଥିତ PM ଶ୍ରୀ ବାବା ବୈଦ୍ୟନାଥ ନୋଡାଲ ଉଚ୍ଚ ବିଦ୍ୟାଳୟର ଖେଳ ପଡିଆ ଠାରେ ବାର୍ଷିକ କ୍ରୀଡ଼ା ଉତ୍ସବ ଉଦ୍ଘାଟିତ ହୋଇଯାଇଛି l 3 ଦିନ ଧରି ଅନୁଷ୍ଠିତ ହେବାକୁ…