ହରଭଙ୍ଗା : ଚତୁର୍ଥ ଦିନରେ ପ୍ରାଥମିକ ଶିକ୍ଷକ ସଂଘ ର ଗଣଧାରଣା

ହରଭଙ୍ଗା : (ଚିତ୍ତରଞ୍ଜନ ସିଂହ)ହରଭଙ୍ଗା ବ୍ଲକ ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡେରେସନ ପକ୍ଷରୁ ତଥା ରାଜ୍ୟ ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡେରେସନ ଆହ୍ବାନ ରେ ହରଭଙ୍ଗା ଗୋଷ୍ଠି ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆଜି ଚତୁର୍ଥ ଦିନରେ ଗଣଧାରଣା…

କୁସାସୀଙ୍ଗା ବିଜୁ ସେତୁ ସଂଯୋଗ ରାସ୍ତା ଶୋଚନୀୟ

ହରଭଙ୍ଗା:(ଚିତ୍ତରଞ୍ଜନ ସିଂହ) (ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ୍ ହରଭଙ୍ଗା ଠାରୁ କୁସାସିଙ୍ଗା, କୁ ଯାଇଥିବା ରାସ୍ତା ବା ବିଜୁ ସେତୁ କୁ ସଂଯୋଗ କରୁଥିବା ରାସ୍ତା ଶୋଚନୀୟ ହୋଇପଡ଼ିଥିବା ଦେଖିବକୁ ମିଳୁଛି। ଏହି ରାସ୍ତା ଦେଇ ଦୈନନ୍ଦିନ ଅଞ୍ଚଳର ଜନସାଧାରଣ, ବ୍ୟାଙ୍କ୍,…

ଟିଟିଲାଗଡ ମିଳିତ ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ଗୋଷ୍ଠି ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା।

ଟିଟିଲାଗଡ:(ସଞ୍ଜୟ କୁମାର ନାୟକ)ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡେରେଶନର ଡାକରାକୁ ସମର୍ଥନ ଜଣାଇ ଟିଟିଲାଗଡ଼ର ଗୋଷ୍ଠି ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଦେଇଛନ୍ତି ମିଳିତ ପ୍ରାଥମିକ ଶିକ୍ଷକ ସଂଘ ଟିଟିଲାଗଡ ପକ୍ଷରୁ ତିନୋଟି ଦାବି ନେଇ ଗଣଧାରଣା ଦିଆଯାଇଛି।ତିନୋଟି ଦାବି…

ରାସ୍ତା ର ଉଭୟ ପାଶ୍ୱର୍ରେ ପିଚୁ କାମ ଉପରେ କ୍ରସର ଗୁଣ୍ଡ

ଧର୍ମଗଡ଼:( ହେମନ୍ତ କୁମାର ମାଝୀ)କେନ୍ଦ୍ର ସରକାର ହୋଇ ରାଜ୍ୟ ସରକାର ଲୋକ ଙ୍କ ଯାତାୟାତ ପାଇଁ କୋଟି କୋଟି ଟଙ୍କା ପାଣି ପରି ଖର୍ଚ୍ଚ କରି ରାସ୍ତା ନିର୍ମାଣ କରୁଛନ୍ତି। ହେଲେ ଠିକାଦାର ଓ ଯନ୍ତ୍ରି ନିର୍ବାହୀ ଯନ୍ତ୍ରୀ ଙ୍କ ମଧୁଚନ୍ଦ୍ରିକା…

୧୫ ଦିନରେ ପହଞ୍ଚିଲା “ଧର୍ମଗଡକୁ ଜିଲ୍ଲା ଦାବୀ” ଗଣଧାରଣା,ସମର୍ଥନରେ ବସିଲେ ସ୍ଵୟଂ ସହାୟକ ଗୋଷ୍ଠୀ

ଧର୍ମଗଡ଼:(ହେମନ୍ତ କୁମାର ମାଝୀ)”ଜିଲ୍ଲା ନାହିଁ ତ ଭୋଟ ନାହିଁ” ସ୍ଲୋଗାନ ଦେଇ ଧର୍ମଗଡ ଜିଲ୍ଲା ଗଠନ ଦାବୀ ଗଣଧାରଣା ର ଆଜି ୧୫ ତମ ଦିବସରେ ଗର୍ଜିଲେ ମାଆ ମାନେ।ଆଜି ଧର୍ମଗଡ,କୋକସରା ଓ ଜୟ ପାଟଣା ଅଞ୍ଚଳର ସ୍ଵୟଂ ସହାୟକ ଗୋଷ୍ଠୀ…

ବୌଦ୍ଧ ବ୍ଲକରେ ପ୍ରଧାନମନ୍ତ୍ରୀ ମନ୍ତୀ ଆବାସ ଯୋଜନାରେ ବ୍ୟାପକ ଦୁର୍ନୀତି ବିରୁଦ୍ଧରେ ସାମ୍ବାଦିକ ସମ୍ବିଳନୀ

ବୌଦ୍ଧ: ( ଚିତ୍ତରଞ୍ଜନ ସିଂହ )ବିଜେପି ବୌଦ୍ଧ ଜିଲ୍ଲା ତରଫରୁ ସାମ୍ବାଦିକ ସମ୍ବିଳନୀ ଅନୁଷ୍ଠିତ ହୋଇଥିଲା l ଏହି ସାମ୍ବାଦିକ ସମ୍ବିଳନୀରେ ଜିଲ୍ଲା ସଭାପତି ଶ୍ରୀ ବିପ୍ର ଚରଣ ମହାନ୍ତିଙ୍କ ପୌରହିତ୍ୟରେ ଜରୁରୀ କାଳୀନ ସାମ୍ବାଦିକ ସମ୍ବିଳନୀ ଅନୁଷ୍ଠିତ ହୋଇଥିଲା lଆସନ୍ତା…