ଦ୍ରୁତ ଗତିରେ ପଲାସା ପାସେଞ୍ଜରକୁ ପିଟିଥିଲା ରାୟଗଡ଼ା ପାସେଞ୍ଜର,ଲୋକୋ ପାଇଲଟ୍‌ ଓ ଗାର୍ଡଙ୍କ ସମେତ ୧୩ ମୃତ, ୫୦ ଆହତ

ଆନ୍ଧ୍ର ପ୍ରଦେଶ ବିଜୟନଗରମ୍‌ରେ ବଡ଼ ଧରଣର ରେଳ ଦୁର୍ଘଟଣା ଘଟିଛି । ଦୁଇଟି ପାସେଞ୍ଜର ଟ୍ରେନ୍ ମଧ୍ୟରେ ଧକ୍କା ହୋଇଛି । ଆଲମଣ୍ଡା ଷ୍ଟେସନ ନିକଟରେ ବିଶାଖାପାଟଣା-ପଲାସା ପାସେଞ୍ଜର ଟ୍ରେନ୍‌କୁ ବିଶାଖାପାଟଣା- ରାୟଗଡା ପାସେଞ୍ଜର ଟ୍ରେନ୍ ଧକ୍କା ଦେଇଛି । ଏଥିରେ…

ମନ୍ତ୍ରୀ ଙ୍କ ଦ୍ଵାରା ଉଦ୍ଘାଟିତ ହେଲା ନୂତନ ସେବା ସମବାୟ ସମିତି କାର୍ଯ୍ୟାଳୟ

ହରଭଙ୍ଗା: (ଚିତ୍ତରଞ୍ଜନ ସିଂହ) ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ୍ ସଙ୍କୁଲେଇ ପଂଚାୟତ ରେ ସେବା ସମବାୟ ସମିତି ର ଏକ ନୂତନ କାର୍ଯ୍ୟାଳୟ ଉଦ୍ଘାଟିତ ହୋଇଯାଇଛି। ଉଦ୍ଘାଟନୀ କାର୍ଯ୍ୟକ୍ରମର ମୂଖ୍ୟ ଅତିଥି ଭାବରେ ଶ୍ରୀ ଯୁକ୍ତ ପ୍ରଦୀପ କୁମାର ଅମାତ, ମାନ୍ୟବର…

କିମ୍ସ ତରଫରୁ କଣ୍ଟାମାଳ ରେ ମାଗଣା ମେଗା ସ୍ୱାସ୍ଥ୍ୟ ଶିବିର

ବୌଦ୍ଧ: (ଚିତ୍ତରଞ୍ଜନ ସିଂ)ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ଅଇଁଲାଚୁଆ ସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ କନ୍ଧମାଳ ସାଂସଦ ଡ଼. ଅଚ୍ୟୁତ ସାମନ୍ତଙ୍କ ପ୍ରାଚେଷ୍ଟା ରେ ଆଜି ଏକ ମାଗଣା ମେଗା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି l କଳିଙ୍ଗ ଇନଷ୍ଟୀଚ୍ୟୁଟ…