ବୌଦ୍ଧ ମହୋତ୍ସବ ଓ ପଲ୍ଲୀ ଶ୍ରୀ ମେଳା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
ବୌଦ୍ଧ ( ଚିତ୍ତରଞ୍ଜନ ସିଂହ ) ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦଭାବନା ଗୃହରେ ଜିଲ୍ଲାପାଳଙ୍କ ସଭାପତିତ୍ବରେ ବୌଦ୍ଧ ମହୋତ୍ସବ ୨୦୨୫ ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଚଳିତ ବର୍ଷ ବୌଦ୍ଧ ମହୋତ୍ସବ ଜାନୁଆରୀ ୨ ରୁ ୬ ପର୍ଯ୍ୟନ୍ତ…