ଅମ୍ବାଦଳା ପ୍ରେସ ୟୁନିୟନର ଦ୍ୱିତୀୟ ତମ ବାର୍ଷିକ ଉତ୍ସବ ପାଳିତ
ମୁନିଗୁଡା : (ରମାକାନ୍ତ ପୋଡାଲ )ରାୟଗଡ଼ ଜିଲ୍ଲା ଅମ୍ବାଦଳା ପ୍ରେସ ୟୁନିୟନ ପକ୍ଷରୁ ୨୦୨୪ ବାର୍ଷିକ ଉତ୍ସବ ଧୁମ ଧାମରେ ପାଳନ ହୋଇ ଯାଇଛି। ପ୍ରଥମେ ଅତିଥି ମାନଙ୍କ ଦ୍ଵାରା ଦୀପ ପ୍ରଜ୍ବଳନ କରାଯାଇ ଆନୁଷ୍ଠାନିକ ଭାବେ ଉଦଘାଟନ କରାଯାଇଥିଲା। ଦୀପ…