ଯୂଟ୍ଯୂବ୍ ଚାନେଲ ଖୋଲିଲେ ରାଜ୍ୟସଭା ସାଂସଦ ସୁଲତା ଦେଓ

ଭୁବନେଶ୍ବର: ଯୂ ଟିଉବ ଚାନେଲ ଖୋଲିଲେ ରାଜ୍ୟସଭା ସାଂସଦ ସୁଲତା ଦେଓ । ନୀତିଦିନ ଘଟୁଥିବା ଘଟଣା ଗୁଡିକ ର ବିଶ୍ଳେଷଣ କରି ଜନସାଧାରଣ ଙ୍କୁ ସଠିକ ତଥ୍ୟ ଦେବା ଉଦେଶ୍ୟ ସେ ଏହି ଯୂଟିଉବ ଚାନେଲ ଟିକୁ ସେ ଲୋକାର୍ପଣ…

ବିଶାଖାପାଟଣା ଜଗନ୍ନାଥ ମନ୍ଦିରରେ ବାହୁଡା଼ ଯାତ୍ରା ସମ୍ପନ୍ନ

ବିଶାଖାପାଟଣା:ତା ୧୫. ୦୭.୨୦୨୪ ରିଖ, ବିଶାଖାପାଟଣାଠାରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କର ପବିତ୍ର ବାହୁଡା଼ ଯାତ୍ରା ପ୍ରବଳ ଆନନ୍ଦ, ଉତ୍ସାହ, ଉଲ୍ଲାସ ଓ ଉଦ୍ଦୀପନା ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଲସନସ ବେ କଲୋନୀସ୍ଥିତ ଶ୍ରୀ ଗୁଣ୍ଡିଚା ମନ୍ଦିରର ଆଡ଼ପ ମଣ୍ଡପ…

ଦିଲ୍ଲୀର ହାଉଜଖାସ ଜଗନ୍ନାଥ ମନ୍ଦିରରେ ବାହୁଡା଼ ଯାତ୍ରା ସମ୍ପନ୍ନ

ନୂଆଦିଲ୍ଲୀ, ତା ୧୫.୦୭. ୨୪ରିଖ ନୂଆଦିଲ୍ଲୀର ହାଉଜଖାସସ୍ଥିତ ଜାତୀୟ ରାଜଧାନୀ କ୍ଷେତ୍ରର ପ୍ରମୁଖ ଜଗନ୍ନାଥ ମନ୍ଦିରଠାରେ ୪୬ତମ ପବିତ୍ର ବାହୁଡା଼ ଯାତ୍ରା ପର୍ବ ଆଧ୍ୟାତ୍ମିକ ଉତ୍ସ୍ୱାସ ଓ ଭକ୍ତିପୂତ ପରିବେଶ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। ଏହି ମହୋତ୍ସବ ଉପଲକ୍ଷେ ବଢ଼ି ଭୋରରୁ…

ରାୟପୁର ଜଗନ୍ନାଥ ମନ୍ଦିରରେ ମହାସମାରୋହରେ ବାହୁଡ଼ା ଯାତ୍ରାସମ୍ପନ୍ନ

ରାୟପୁର ତା ୧୫.୦୭. ୨୪ରିଖ, ରାୟପୁରର ଗାୟତ୍ରୀ ନଗରରେ ଥିବା ଛତିଶଗଡ଼ର ସର୍ବବୃହତ ଜଗନ୍ନାଥ ମନ୍ଦିରଠାରେ ପବିତ୍ର ବାହୁଡ଼ା ଯାତ୍ରା ପ୍ରବଳ ଆନନ୍ଦ, ଉତ୍ସାହ, ଉଲ୍ଲାସ ଓ ଉଦ୍ଦୀପନା ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଚତୁର୍ଦ୍ଧାମୂର୍ତ୍ତି ବିରାଜମାନ କରୁଥିବା ମନ୍ଦିରର…