ସାବୁନଭାଡି ଏବଂ ବାଞ୍ଜିପଦର ନାଳ ଉପରେ ସୁଉଚ୍ଚ ସେତୁର ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ
ଧର୍ମଗଡ ତା ୬/୨(ହେମନ୍ତ କୁମାର ମାଝୀ) କଳାହାଣ୍ଡି ଜିଲ୍ଲା ଧର୍ମଗଡ ବ୍ଲକ ର ଟିପିଗୁଡା ଏବଂ ଡୁମେରଗୁଡା କୁ ସଂଯୋଗୀକରଣ କରୁଥିବା ଏକ ବିଶାଳ ନାଳ ଉପରେ ଏକ ସୁଉଚ୍ଚ ପୋଲ ସହ ୨କିମି ରାସ୍ତା ନିର୍ମାଣ ପାଇଁ ଭିତ୍ତି ପ୍ରସ୍ତର…
ଦୁର୍ଘଟଣାରେ ଚାଳକ ମୃତ, ଚାରି ଗୁରୁତର
ବୌଦ୍ଧ ( ଚିତ୍ତରଞ୍ଜନ ସିଂହ ) ମର୍ମନ୍ତୁଦ ସଡକ ଦୁର୍ଘଟଣା । ଭାରସାମ୍ୟ ହରାଇ ଗଛ ରେ ପିଟି ହେଲା କାର । ଘଟଣା ସ୍ଥଳରେ ଚାଳକ ମୃତ ଚାରିଜଣ ଗୁରୁତର । ପୁରୁଣାକଟକ ଥାନା ଝାଡ୍ରାଜିଙ୍ଗ ଛକ ନିକଟରେ ଦୁର୍ଘଟଣା…
ଧର୍ମଗଡ଼ ବ୍ଲକ୍ ଅନ୍ତର୍ଗତ କାଶୀବାହାଲ କ୍ଲଷ୍ଟର୍ ପକ୍ଷରୁ କ୍ଲଷ୍ଟରସ୍ତରୀୟ ନିପୁଣ ମେଳା ଅନୁଷ୍ଠିତ
ଧର୍ମଗଡ଼(ହେମନ୍ତ କୁମାର ମାଝୀ)ସିଆରସି ସି ରାଜେନ୍ଦ୍ର ଦୁରିଆ ଙ୍କ ତତ୍ତ୍ଵାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବରେ ଧର୍ମଗଡ ବ୍ଲକ୍ ଅଧ୍ୟକ୍ଷା ବବିତା ପଟ୍ଟଯୋଶୀ, ମୁଖ୍ୟବକ୍ତା ଭାବରେ ଜିଲ୍ଲା ପରିଷଦ ସଦସ୍ୟ ତଥା କଳାହାଣ୍ଡି ଜିଲ୍ଲାପରିଷଦ ଷ୍ଟାଣ୍ଡିଂ କମିଟି…