ଦୀର୍ଘ ୭ବର୍ଷ ବିବାଦ ର ସମାଧାନ ବଡଘୁମେର ପଞ୍ଚାୟତ ଗୄହର ଭିତ୍ତିପ୍ରସ୍ତର ସ୍ଥାପନ କଲେ ବିଧାୟକ

ଧର୍ମଗଡ; ତା୧୬.୩ (ହେମନ୍ତ କୁମାର ମାଝୀ)ଆଜି ଧର୍ମଗଡ ବ୍ଲକ ବଡଘୁମେର ଠାରେ ବହୁ ପ୍ରତିକ୍ଷିତ ନୂତନ ଗ୍ରାମପଞ୍ଚାୟତ ଗୄହର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମାନ୍ୟବର ଧର୍ମଗଡ ବିଧାୟକ ସୁଧିର ରଂଜନ ପଟ୍ଟଯୋଷୀ । ଏହି କାର୍ଯ୍ୟକ୍ରମ ରେ ବ୍ଲକ ଅଧ୍ୟକ୍ଷା ବବିତା…